ସିଫନୀୟ 2:3 - ପବିତ୍ର ବାଇବଲ3 ସବୁ ନମ୍ର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ୟବସ୍ଥାକୁ ମାନ। ଧର୍ମର ଅନ୍ୱେଷଣ କର, ନମ୍ରତାର ଅନ୍ୱେଷଣ କର, ହୁଏତ ସଦାପ୍ରଭୁ ତାଙ୍କର କ୍ରୋଧ ଦେଖାଇବା ବେଳେ ତୁମ୍ଭେମାନେ ନିରାପଦ ହେବ। See the chapterପବିତ୍ର ବାଇବଲ (Re-edited) - (BSI)3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ। See the chapterଓଡିଆ ବାଇବେଲ3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ। See the chapter |