1 ବଂଶାବଳୀ 9:9 - ଓଡିଆ ବାଇବେଲ9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ। See the chapterପବିତ୍ର ବାଇବଲ9 ବିନ୍ୟାମୀନଙ୍କ ପରିବାରର ଇତିହାସ ଦର୍ଶାଏ ଯେ, ସେମାନଙ୍କ ମଧ୍ୟରୁ 956 ଜଣ ଯିରୁଶାଲମରେ ବାସ କରୁଥିଲେ। ଏହି ସମସ୍ତ ବ୍ୟକ୍ତିମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। See the chapter |