1 ଶାମୁୟେଲ 9:2 - ଓଡିଆ ବାଇବେଲ2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ। See the chapterପବିତ୍ର ବାଇବଲ2 କୀଶ୍ଙ୍କର ପୁଅଙ୍କର ନାମ ଶାଉଲ। ଶାଉଲ ଜଣେ ସୁନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟଙ୍କ ମଧ୍ୟରେ ସୁନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଅଧିକ ଉଚ୍ଚ ଥିଲେ। See the chapter |