୧ ଥେସଲନୀକୀୟ 3:8 - ଓଡିଆ ବାଇବେଲ8 କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ । See the chapterପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭେମାନେ ଏବେ ଜୀବିତ, ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ। See the chapterପବିତ୍ର ବାଇବଲ (CL) NT (BSI)8 କାରଣ ଏବେ ଆମେ ଜାଣୁ ଯେ, ତୁମ୍ଭେମାନେ ଦୃଢ଼ଭାବେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କରୁଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ। See the chapterପବିତ୍ର ବାଇବଲ8 ତୁମ୍ଭେମାନେ ପ୍ରଭୁଙ୍କଠାରେ ଦୃଢ଼ ରହିଲେ, ଆମ୍ଭର ଜୀବନ ପ୍ରକୃତରେ ସଫଳ ହୁଏ। See the chapter |