୧ ଥେସଲନୀକୀୟ 4:9 - ଓଡିଆ ବାଇବେଲ9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ, See the chapterପବିତ୍ର ବାଇବଲ (Re-edited) - (BSI)9 ଭ୍ରାତୃପ୍ରେମ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ଵରଙ୍କ ଦ୍ଵାରା ନିଜେ ଶିକ୍ଷିତ ହୋଇଅଛ, See the chapterପବିତ୍ର ବାଇବଲ (CL) NT (BSI)9 ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ତୁମର ପ୍ରେମ କରିବା ବିଷୟରେ ଆମେ ଆଉ ଅଧିକ ଲେଖିବା ପ୍ରୟୋଜନ ନାହିଁ। ପରସ୍ପରକୁ କିପରି ପ୍ରେମ କରିବା ଉଚିତ୍, ଏହା ସ୍ୱୟଂ ଈଶ୍ୱରଙ୍କଠାରୁ ଶିକ୍ଷା କରିଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ, See the chapterପବିତ୍ର ବାଇବଲ9 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି। See the chapter |