2 ବଂଶାବଳୀ 19:5 - ଓଡିଆ ବାଇବେଲ5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗର ସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। See the chapterପବିତ୍ର ବାଇବଲ5 ଯିହୋଶାଫଟ୍ ଯିହୁଦାର ସମସ୍ତ ନଗରରେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗରେ ରହିବା ନିମନ୍ତେ ସେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। See the chapter |