2 ବଂଶାବଳୀ 19:9 - ଓଡିଆ ବାଇବେଲ9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ଵସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। See the chapterପବିତ୍ର ବାଇବଲ9 ଯିହୋଶାଫଟ୍ ସେମାନଙ୍କୁ କେତେକ ଆଦେଶ ଦେଲେ। ଯିହୋଶାଫଟ୍ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ସମସ୍ତ ଅନ୍ତଃକରଣ ସହିତ ବିଶ୍ୱସ୍ତ ଭାବରେ ସେବା କରିବ, ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ। See the chapter |