2 ବଂଶାବଳୀ 22:3 - ଓଡିଆ ବାଇବେଲ3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ। See the chapterପବିତ୍ର ବାଇବଲ3 ଅହସିୟ ମଧ୍ୟ ଆହାବଙ୍କ ପରିବାର ଭଳି ଜୀବନଯାପନ କଲେ। ସେ ସେପ୍ରକାର ଜୀବନ କାଟିଲେ, କାରଣ ତାଙ୍କର ମାତା ତାଙ୍କୁ ମନ୍ଦକାର୍ଯ୍ୟମାନ କରିବା ନିମନ୍ତେ ପ୍ରବର୍ତ୍ତାଉଥିଲେ। See the chapter |