2 ବଂଶାବଳୀ 28:3 - ଓଡିଆ ବାଇବେଲ3 ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ। See the chapterପବିତ୍ର ବାଇବଲ3 ଆହସ୍ ହିନ୍ନୋମ ପୁତ୍ର ଉପତ୍ୟକାରେ ସୁଗନ୍ଧିଧୂପ ଜ୍ୱଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନିରେ ଦଗ୍ଧ କରି ବଳିଦାନ ସ୍ୱରୂପେ ଉତ୍ସର୍ଗ କଲେ। ସେହି ଦେଶରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ୟ ସେହିସବୁ କଲେ। ଇସ୍ରାଏଲର ଲୋକମାନେ ଯେତେବେଳେ ସେହି ଦେଶରେ ପ୍ରବେଶ କଲେ, ସଦାପ୍ରଭୁ ସେମାନଙ୍କୁ ବଳପୂର୍ବକ ସେଠାରୁ ବାହାର କରିଦେଲେ। See the chapter |