2 ବଂଶାବଳୀ 29:3 - ଓଡିଆ ବାଇବେଲ3 ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ସେ ଆପଣା ଅଧିକାରର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ଜୀର୍ଣ୍ଣସଂସ୍କାର କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ। See the chapterପବିତ୍ର ବାଇବଲ3 ହିଜକିୟ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ମରାମତି କଲେ। ହିଜକିୟ ମନ୍ଦିରକୁ ପୁନର୍ବାର ଉନ୍ମୁକ୍ତ କଲେ। ସେ ରାଜା ହେବାର ପ୍ରଥମ ବର୍ଷର ପ୍ରଥମ ମାସରେ ହିଁ ଏହା କଲେ। See the chapter |