2 ବଂଶାବଳୀ 29:6 - ଓଡିଆ ବାଇବେଲ6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇ ଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତହିଁ ପ୍ରତି ଆପଣା ପୃଷ୍ଠ ଫେରାଇ ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି। See the chapterପବିତ୍ର ବାଇବଲ6 ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କୁ ତ୍ୟାଗ କଲେ। ସଦାପ୍ରଭୁ ପରମେଶ୍ୱର ମନ୍ଦ ବୋଲି ବିବେଚନା କରିଥିବା କାର୍ଯ୍ୟକୁ ସେମାନେ କଲେ। ସେମାନେ ସଦାପ୍ରଭୁଙ୍କୁ ଅବମାନନା କଲେ। ସେମାନେ ସଦାପ୍ରଭୁଙ୍କୁ ପଛ କଲେ। See the chapter |