2 ବଂଶାବଳୀ 30:7 - ଓଡିଆ ବାଇବେଲ7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷ-ଗଣର ପରମେଶ୍ଵର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ। See the chapterପବିତ୍ର ବାଇବଲ7 ତୁମ୍ଭମାନଙ୍କର ପିତାଙ୍କର କିମ୍ବା ତୁମ୍ଭମାନଙ୍କର ଭ୍ରାତାଗଣଙ୍କ ପରି ହୁଅ ନାହିଁ। ସଦାପ୍ରଭୁ ସେମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଥିଲେ, କିନ୍ତୁ ସେମାନେ ତାଙ୍କର ବିରୁଦ୍ଧରେ ଗଲେ। ତେଣୁ ସଦାପ୍ରଭୁ ସେମାନଙ୍କୁ ଧ୍ୱଂସ କଲେ, ଏହା ତୁମ୍ଭେ ଜାଣ। See the chapter |