2 ବଂଶାବଳୀ 32:8 - ଓଡିଆ ବାଇବେଲ8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ। See the chapterପବିତ୍ର ବାଇବଲ8 ଅଶୂରର ରାଜାଙ୍କ ସହିତ କେବଳ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ଯୁଦ୍ଧ କରିବେ।” ଏହିପରି ଯିହୁଦାର ରାଜା ହିଜକିୟ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ। See the chapter |