2 ବଂଶାବଳୀ 33:8 - ଓଡିଆ ବାଇବେଲ8 ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ଵାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।” See the chapterପବିତ୍ର ବାଇବଲ8 ଆମ୍ଭେ ଇସ୍ରାଏଲକୁ ସେହି ଭୂମିରୁ ବାହାର କରିବା ନାହିଁ, ଯାହା ଆମ୍ଭେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଛୁ। କିନ୍ତୁ ସେମାନଙ୍କୁ ସେହି ସମସ୍ତ ଆଜ୍ଞା, ବ୍ୟବସ୍ଥା, ବିଧି ଓ ବିଧାନ ପାଳନ କରିବାକୁ ପଡ଼ିବ। ଯାହାକି ଆମ୍ଭେ ସେମାନଙ୍କୁ ମୋଶାଙ୍କ ମାଧ୍ୟମରେ ଦେଇଥିଲୁ।” See the chapter |