2 ବଂଶାବଳୀ 33:9 - ଓଡିଆ ବାଇବେଲ9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ। See the chapterପବିତ୍ର ବାଇବଲ9 ମନଃଶି ଯିହୁଦାର ଲୋକ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦକାର୍ଯ୍ୟ କରିବା ନିମନ୍ତେ ଉତ୍ସାହିତ କଲେ। ଇସ୍ରାଏଲୀୟମାନଙ୍କ ପୂର୍ବରୁ ଦେଶର ଯେଉଁ ଜାତିଗଣ ଥିଲେ, ସେମାନଙ୍କଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ, ଆଉ ସଦାପ୍ରଭୁ ସେହି ଅନ୍ୟ ଜାତୀୟମାନଙ୍କୁ ବିନଷ୍ଟ କରିଥିଲେ। See the chapter |