2 ବଂଶାବଳୀ 35:12 - ଓଡିଆ ବାଇବେଲ12 ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ। See the chapterପବିତ୍ର ବାଇବଲ (Re-edited) - (BSI)12 ଆଉ, ମୋଶା-ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ। See the chapterପବିତ୍ର ବାଇବଲ12 ଏହା ପରେ ସେମାନେ ବିଭିନ୍ନ ବଂଶକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ପଶୁଗୁଡ଼ିକୁ ଦେଲେ। ମୋଶାଙ୍କ ବ୍ୟବସ୍ଥା ନିୟମ ଯେପ୍ରକାର ଶିକ୍ଷା ଦେଇଥିଲା, ସେ ପ୍ରକାରେ ହୋମବଳି ଉପହାରଗୁଡ଼ିକୁ ଉତ୍ସର୍ଗ କରିବା ନିମନ୍ତେ ଏହିପରି କରାଗଲା। See the chapter |