Online Bible

- Advertisements -




2 ବଂଶାବଳୀ 35:23 - ଓଡିଆ ବାଇବେଲ

23 ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

23 ଏଥି ଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟ; ଆହତ ହୋଇଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।”

See the chapter Copy

ପବିତ୍ର ବାଇବଲ

23 ଏହା ପରେ ରାଜା ଯୋଶିୟ ଯୁଦ୍ଧକ୍ଷେତ୍ରରେ ତୀରଦ୍ୱାରା ଆଘାତପ୍ରାପ୍ତ ହେଲେ। ସେ ତାଙ୍କର ଭୃତ୍ୟମାନଙ୍କୁ କହିଲେ, “ମୋତେ ଏଠାରୁ ନେଇଯାଅ। ମୁଁ ଭୟଙ୍କର ଭାବରେ ଆଘାତପ୍ରାପ୍ତ ହୋଇଛି!”

See the chapter Copy




2 ବଂଶାବଳୀ 35:23

Follow us:

Advertisements


Advertisements