2 ବଂଶାବଳୀ 4:1 - ଓଡିଆ ବାଇବେଲ1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। See the chapterପବିତ୍ର ବାଇବଲ (Re-edited) - (BSI)1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। See the chapterପବିତ୍ର ବାଇବଲ1 ଶଲୋମନ ଏକ ଯଜ୍ଞବେଦି ନିର୍ମାଣ ନିମନ୍ତେ ପିତ୍ତଳ ବ୍ୟବହାର କଲେ। ସେହି ପିତ୍ତଳର ବେଦିଟି କୋଡ଼ିଏ ହାତ ଲମ୍ବା, କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା। See the chapter |