Online Bible

- Advertisements -




2 ବଂଶାବଳୀ 4:6 - ଓଡିଆ ବାଇବେଲ

6 ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ଵନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।

See the chapter Copy

ପବିତ୍ର ବାଇବଲ

6 ଶଲୋମନ ଦଶ ଗୋଟି ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ। ସେ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ସେହି ବୃହତ୍ କୁଣ୍ତର ଦକ୍ଷିଣ ପାର୍ଶ୍ୱରେ ଏବଂ ଅନ୍ୟ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ତାହାର ବାମ ପାର୍ଶ୍ୱରେ ରଖିଲେ। ହୋମବଳିକୁ ଉତ୍ସର୍ଗ କରିବା ପରେ ଧୋଇବା ନିମନ୍ତେ ଏହି ଦଶ ଗୋଟି ପ୍ରକ୍ଷାଳନ ପାତ୍ର ବ୍ୟବହାର କରାଯାଏ। ମାତ୍ର ବୃହତ୍ ପିତ୍ତଳ କୁଣ୍ଡରେ କେବଳ ଯାଜକମାନେ ପ୍ରକ୍ଷାଳନ କରିବେ।

See the chapter Copy




2 ବଂଶାବଳୀ 4:6

Follow us:

Advertisements


Advertisements