Online Bible

- Advertisements -




2 ବଂଶାବଳୀ 5:14 - ଓଡିଆ ବାଇବେଲ

14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।

See the chapter Copy

ପବିତ୍ର ବାଇବଲ

14 ସେହି ମେଘ ହେତୁ ଯାଜକମାନେ ସେମାନଙ୍କର ସେବା ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ୱରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।

See the chapter Copy




2 ବଂଶାବଳୀ 5:14

Follow us:

Advertisements


Advertisements