2 ବଂଶାବଳୀ 6:35 - ଓଡିଆ ବାଇବେଲ35 ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର। See the chapterପବିତ୍ର ବାଇବଲ (Re-edited) - (BSI)35 ତେବେ ତୁମ୍ଭେ ସ୍ଵର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର। See the chapterପବିତ୍ର ବାଇବଲ35 ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ। ସେମାନେ ସାହାଯ୍ୟ ପାଇଁ ଅନୁରୋଧ କରିବା ସମୟରେ ସେମାନଙ୍କ ବିନତି ଶୁଣ। ଆଉ, ସେମାନଙ୍କୁ ସାହାଯ୍ୟ କର। See the chapter |