2 ବଂଶାବଳୀ 8:2 - ଓଡିଆ ବାଇବେଲ2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ ସନ୍ତାନଗଣକୁ ବାସ କରାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ। See the chapterପବିତ୍ର ବାଇବଲ2 ଏହା ପରେ ହୂରମ୍ ରାଜା ଦେଇଥିବା ସହରଗୁଡ଼ିକୁ ଶଲୋମନ ଆଉଥରେ ନିର୍ମାଣ କଲେ। ଆଉ ଶଲୋମନ ଏହି ସହରଗୁଡ଼ିକରେ ବାସ କରିବା ନିମନ୍ତେ କିଛି ଇସ୍ରାଏଲୀୟ ଲୋକଙ୍କୁ ଅନୁମତି ଦେଲେ। See the chapter |