୨ କରିନ୍ଥୀୟ 2:2 - ଓଡିଆ ବାଇବେଲ2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ ? See the chapterପବିତ୍ର ବାଇବଲ (Re-edited) - (BSI)2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ? See the chapterପବିତ୍ର ବାଇବଲ (CL) NT (BSI)2 ତୁମ୍ଭମାନଙ୍କୁ ସୁଃଖ ଦେଲେ, ମୋତେ କିଏ ଆନନ୍ଦ ଦେବ? ତୁମ୍ଭମାନଙ୍କ ବ୍ୟତୀତ ଆଉ ସେପରି କେହି ନାହାନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ? See the chapterପବିତ୍ର ବାଇବଲ2 ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତେବେ କିଏ ମୋତେ ସୁଖୀ କରିବ। କେବଳ ତୁମ୍ଭେମାନେ ମୋତେ ସୁଖ ଦେଇ ପାରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦେଇଛି। See the chapter |