୨ କରିନ୍ଥୀୟ 2:9 - ଓଡିଆ ବାଇବେଲ9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି । See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି। See the chapterପବିତ୍ର ବାଇବଲ (CL) NT (BSI)9 ତୁମ୍ଭେମାନେ ସବୁବେଳେ ମୋର ନିର୍ଦ୍ଧେଶ ପାଳନ କରିବାକୁ ପ୍ରସ୍ତୁତ କି ନୁହଁ, ଜଣିବା ପାଇଁ ମୁଁ ଉପରୋକ୍ତ ସେହି ପତ୍ର ଲେଖିଥିଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି। See the chapterପବିତ୍ର ବାଇବଲ9 ତୁମ୍ଭେମାନେ ମୋର ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି। See the chapter |