୨ କରିନ୍ଥୀୟ 3:3 - ଓଡିଆ ବାଇବେଲ3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ । See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର ସ୍ଵରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ। See the chapterପବିତ୍ର ବାଇବଲ (CL) NT (BSI)3 ଏହି ପରିଚୟ ପତ୍ର ଖ୍ରୀଷ୍ଟଙ୍କ ଦ୍ୱାରା ଲିଖିତ ଓ ଆମ୍ଭମାନଙ୍କ ଦ୍ୱାରା ତାହାର ବିତରଣ କରାଯାଉଛି। ଏହା କାଳି ଦ୍ୱାରା ତାହାର ବିତରଣ କରାଯାଉଛି। ଏହା କାଳି ଦ୍ୱାରା ପଥର ଫଳକରେ ଲେଖାଯାଇ ନାହିଁ, କିନ୍ତୁ ଜୀବନ୍ତ ଈଶ୍ୱରଙ୍କ ଆତ୍ମା ଦ୍ୱାରା ମଣିଷ ହୃଦୟରେ ଲେଖାଯାଇଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ। See the chapterପବିତ୍ର ବାଇବଲ3 ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ। See the chapter |