୨ କରିନ୍ଥୀୟ 3:9 - ଓଡିଆ ବାଇବେଲ9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ ଯଦି ଦଣ୍ତାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ। See the chapterପବିତ୍ର ବାଇବଲ (CL) NT (BSI)9 ଦଣ୍ଡ ବିଧାୟକ ବ୍ୟବସ୍ଥାର ପ୍ରତିଷ୍ଠା ଯଦି ଏତେ ଗୌରବଯୁକ୍ତ, ତା’ହେଲ ପରିତ୍ରାଣକାରୀ ନିୟମର ପ୍ରତିଷ୍ଠା ଆହୁରି କେତେ ଅଧିକ ଗୌରବମଣ୍ଡିତ ନ ହେବ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ। See the chapterପବିତ୍ର ବାଇବଲ9 ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା'ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ। See the chapter |