୨ କରିନ୍ଥୀୟ 9:7 - ଓଡିଆ ବାଇବେଲ7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ୱର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି । See the chapterପବିତ୍ର ବାଇବଲ (Re-edited) - (BSI)7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ଵର ହୃଷ୍ଟଚିତ୍ତ ଦାତାକୁ ଭଲ ପାଆନ୍ତି। See the chapterପବିତ୍ର ବାଇବଲ (CL) NT (BSI)7 ଅତଏବ, ଯେ ଯେପରି ସଙ୍କଳ୍ପ କରିଛି, ସେ ସେହିପରି ଦାନ କରୁ ଏବଂ ସେହି ଦାନ କୁଣ୍ଠିତ ହୋଇ କିମ୍ବା କେବଳ କର୍ତ୍ତବ୍ୟ ବୋଧରୁ ନ ହେଉ। କାରଣ ପ୍ରଫୁଲ୍ଲଚିତ୍ତ ଦାତାକୁ ଈଶ୍ୱର ପସନ୍ଦ କରିନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। See the chapterପବିତ୍ର ବାଇବଲ7 ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି। See the chapter |