2 ରାଜାବଳୀ 2:3 - ଓଡିଆ ବାଇବେଲ3 ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।” See the chapterପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ବୈଥେଲ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ତହୁଁ ସେ କହିଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।” See the chapterପବିତ୍ର ବାଇବଲ3 ବୈଥେଲ୍ର ଦଳେ ଭବିଷ୍ୟଦ୍ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣ ନାହିଁ?” ଇଲୀଶାୟ କହିଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ତୁନି ହୁଅ।” See the chapter |