2 ରାଜାବଳୀ 2:9 - ଓଡିଆ ବାଇବେଲ9 ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।” See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ପୂର୍ବରୁ ମାଗ। ତହିଁରେ ଇଲୀଶାୟ କହିଲେ, ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।” See the chapterପବିତ୍ର ବାଇବଲ9 ନଦୀ ପାରି ହେଲା ପରେ ଏଲିୟ ଇଲୀଶାୟଙ୍କୁ କହିଲେ, “ପରମେଶ୍ୱର ମୋତେ ତୁମ୍ଭଠାରୁ ନେବା ପୂର୍ବରୁ, ମୋ'ଠାରୁ ତୁମ୍ଭେ କ’ଣ ଗ୍ଭହୁଁଛ ମାଗ।” ଇଲୀଶାୟ କହିଲେ, “ମୁଁ ପ୍ରାର୍ଥନା କରେ, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।” See the chapter |