2 ରାଜାବଳୀ 7:2 - ଓଡିଆ ବାଇବେଲ2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ଵରଙ୍କ ଲୋକଙ୍କୁ ଉତ୍ତର କରି କହିଲା, ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ଵାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ? ତହିଁରେ ଇଲୀଶାୟ କହିଲେ, ଦେଖ, ତୁମ୍ଭେ ସ୍ଵଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।” See the chapterପବିତ୍ର ବାଇବଲ2 ସେନାପତି ଯିଏ ରାଜାଙ୍କ ନିକଟରେ ଥିଲେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର ଦେଲେ। “ଦେଖ, ଯେବେ ସଦାପ୍ରଭୁ ସ୍ୱର୍ଗରେ ଦ୍ୱାର ଖୋଲନ୍ତି ତେବେ ମଧ୍ୟ ସମ୍ଭବ ହୋଇ ପାରିବ ନାହିଁ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ। ମାତ୍ର ତୁମ୍ଭେ ସେଥିରୁ କିଛି ଖାଇବ ନାହିଁ।” See the chapter |