2 ରାଜାବଳୀ 8:2 - ଓଡିଆ ବାଇବେଲ2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ଵରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା। See the chapterପବିତ୍ର ବାଇବଲ2 ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟାନୁସାରେ ସେ ସ୍ତ୍ରୀଲୋକଟି ଆପଣା ପରିବାର ସହିତ ଯାଇ ପ୍ରବାସ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ବାସ କଲା। See the chapter |