2 ଶାମୁୟେଲ 14:3 - ଓଡିଆ ବାଇବେଲ3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ। ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ। ଏଉତ୍ତାରେ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା। See the chapterପବିତ୍ର ବାଇବଲ3 ରାଜାଙ୍କ ନିକଟକୁ ଯାଇ ମୁଁ ତୁମ୍ଭକୁ ଯାହା କୁହେ ସେହି ବାକ୍ୟ ତାଙ୍କୁ କୁହ, ତା'ପରେ ଯୋୟାବ ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ ଯାହା କହିବା ପାଇଁ ହେବ କହିଲେ।” See the chapter |