2 ଶାମୁୟେଲ 2:18 - ଓଡିଆ ବାଇବେଲ18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)18 ସେ ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ କୃଷ୍ଣସାର ପରି ଦ୍ରୂତପଦ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା। See the chapterପବିତ୍ର ବାଇବଲ18 ସରୁୟାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯୋୟାବ, ଅବୀଶୟ ଏବଂ ଅସାହେଲ୍। ଅସାହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ଣସାର ମୃଗପରି କ୍ଷିପ୍ର ଗତିରେ ଦୌଡ଼ି ପାରନ୍ତି। See the chapter |