2 ଶାମୁୟେଲ 20:4 - ଓଡିଆ ବାଇବେଲ4 ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋ’ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।” See the chapterପବିତ୍ର ବାଇବଲ (Re-edited) - (BSI)4 ଏଉତ୍ତାରେ ରାଜା ଅମାସାକୁ କହିଲେ, ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ କତିରେ ଏକତ୍ର କର ଓ ତୁମ୍ଭେ ଏଠାରେ ଉପସ୍ଥିତ ହୁଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।” See the chapterପବିତ୍ର ବାଇବଲ4 ତା'ପରେ ରାଜା ଅମାସାକୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ କୁହ ମୋତେ ସାକ୍ଷାତ କରିବା ପାଇଁ ଏବଂ ତୁମ୍ଭେ ମଧ୍ୟ ସେଠାରେ ଉପସ୍ଥିତ ହୁଅ।” See the chapter |