Online Bible

- Advertisements -




2 ଶାମୁୟେଲ 22:46 - ଓଡିଆ ବାଇବେଲ

46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

46 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣା-ମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।

See the chapter Copy

ପବିତ୍ର ବାଇବଲ

46 ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।

See the chapter Copy




2 ଶାମୁୟେଲ 22:46

Follow us:

Advertisements


Advertisements