2 ଶାମୁୟେଲ 23:8 - ଓଡିଆ ବାଇବେଲ8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା। See the chapterପବିତ୍ର ବାଇବଲ (Re-edited) - (BSI)8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ଅର୍ଥାତ୍, ଏଜନୀୟ ଅଦିନୋ ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ହତ ଆଠ ଶହ ଲୋକର ପ୍ରତିକୂଳ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା। See the chapterପବିତ୍ର ବାଇବଲ8 ଦାଉଦ କହିଲେ ଏଗୁଡ଼ିକ ସେହି ସାହସୀ ବ୍ୟକ୍ତିମାନଙ୍କର ତାଲିକା, ଯେଉଁମାନେ ଦାଉଦଙ୍କର ଥିଲେ। ତଖୋମନୀୟ ଯାବେଶ୍ ବଶେବତ୍ ବିଶେଷତଃ ଦଳର ମୁଖ୍ୟ ଥିଲେ। ସେ ଏକ କାଳୀନ 800 ଲୋକକୁ ବର୍ଚ୍ଛାରେ ବଧ କରିଥିଲା। See the chapter |