Online Bible

- Advertisements -




2 ଶାମୁୟେଲ 3:22 - ଓଡିଆ ବାଇବେଲ

22 ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ଏଉତ୍ତାରେ ଦେଖ, ଦାଉଦଙ୍କର ଦାସଗଣ ଓ ଯୋୟାବ ପ୍ରଚୁର ଲୁଟଦ୍ରବ୍ୟ ସଙ୍ଗରେ ନେଇ ସୈନ୍ୟଦଳରୁ ଆସିଲେ; ମାତ୍ର ଅବ୍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।

See the chapter Copy

ପବିତ୍ର ବାଇବଲ

22 ଯୋୟାବ ଏବଂ ଦାଉଦଙ୍କର ଉଚ୍ଚପଦସ୍ଥ ସାମରୀକ ପଦାଧିକାରୀମାନେ ଯୁଦ୍ଧରୁ ଫେରିଲେ। ଏବଂ ସେମାନେ ସେମାନଙ୍କ ସହିତ ଶତ୍ରୁମାନଙ୍କଠାରୁ ବହୁ ମୂଲ୍ୟବାନ ପଦାର୍ଥ ସଙ୍ଗରେ ଆଣିଥିଲେ। ଅ‌‌ବ୍‌‌ନର‌ ହିବ୍ରୋଣରେ ସେତେବେଳେ ଦାଉଦଙ୍କ ସଙ୍ଗରେ ନ ଥିଲେ। କାରଣ ସେ ତାଙ୍କୁ ଯିବାକୁ ଦେଇଥିବାରୁ ସେ ସେଠାରୁ ଶାନ୍ତିରେ ସ୍ଥାନ ପରିତ୍ୟାଗ କରିଥିଲେ।

See the chapter Copy




2 ଶାମୁୟେଲ 3:22

Follow us:

Advertisements


Advertisements