2 ଶାମୁୟେଲ 3:27 - ଓଡିଆ ବାଇବେଲ27 ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା। See the chapterପବିତ୍ର ବାଇବଲ (Re-edited) - (BSI)27 ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗର-ଦ୍ଵାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ହେତୁରୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା। See the chapterପବିତ୍ର ବାଇବଲ27 ଯେତେବେଳେ ଅବ୍ନର ହିବ୍ରୋଣଠାରେ ପହଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳାରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ୱାର ଭିତରକୁ ନେଇଗଲେ। ଏବଂ ଯୋୟାବ ଅବ୍ନରକୁ ସେହିଠାରେ ତାଙ୍କ ପେଟରେ ଖଡ଼୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସାହେଲ୍କୁ ହତ୍ୟା କରିଥିଲେ। ତେଣୁ ଯୋୟାବ ଅବ୍ନରକୁ ହତ୍ୟା କଲେ। See the chapter |