2 ଶାମୁୟେଲ 3:38 - ଓଡିଆ ବାଇବେଲ38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ ? See the chapterପବିତ୍ର ବାଇବଲ (Re-edited) - (BSI)38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ? See the chapterପବିତ୍ର ବାଇବଲ38 ରାଜା ଦାଉଦ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ ଯେ ଆଜି ଇସ୍ରାଏଲର ଜଣେ ମହତ୍ତ୍ୱପୂର୍ଣ୍ଣ ନେତାଙ୍କର ମୃତ୍ୟୁ ହେଲା। See the chapter |