2 ଶାମୁୟେଲ 7:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ରାଜା ଆପଣା ଗୃହରେ ବାସ କରିବାଣବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗ-ସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ See the chapterପବିତ୍ର ବାଇବଲ1 ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। See the chapter |