Online Bible

- Advertisements -




2 ଶାମୁୟେଲ 9:6 - ଓଡିଆ ବାଇବେଲ

6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, ହେ ମଫୀବୋଶତ୍। ସେ ଉତ୍ତର କଲା, ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”

See the chapter Copy

ପବିତ୍ର ବାଇବଲ

6 ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା। ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।” ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,”

See the chapter Copy




2 ଶାମୁୟେଲ 9:6

Follow us:

Advertisements


Advertisements