୨ ଥେସଲନୀକୀୟ 1:12 - ଓଡିଆ ବାଇବେଲ12 ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ । See the chapterପବିତ୍ର ବାଇବଲ (Re-edited) - (BSI)12 ତାହାହେଲେ ଆମ୍ଭମାନଙ୍କ ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ଵିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ଵିତ ହେବ। See the chapterପବିତ୍ର ବାଇବଲ (CL) NT (BSI)12 ଏହିପରି ଭାବରେ ଆମ ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହରୁ, ତୁମେ ଆମ ପ୍ରଭୁ ଯୀଶୁଙ୍କ ନାମକୁ ଗୌରବାନ୍ୱିତ କରିପାରିବ ଓ ତୁମକୁ ମଧ୍ୟ ସେ ଗୌରବାନ୍ୱିତ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ। See the chapterପବିତ୍ର ବାଇବଲ12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ। See the chapter |