ପ୍ରେରିତ 10:2 - ଓଡିଆ ବାଇବେଲ2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ । See the chapterପବିତ୍ର ବାଇବଲ (Re-edited) - (BSI)2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ଵରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ। See the chapterପବିତ୍ର ବାଇବଲ (CL) NT (BSI)2 ସେ ଜଣେ ଧାର୍ମିକ ଲୋକ ଥିଲେ। ସେ ଓ ତାଙ୍କ ପରିବାରର ସମସ୍ତେ ଈଶ୍ୱରଙ୍କୁ ଉପାସନା କରୁଥିଲେ। ସେ ଦରିଦ୍ର ଇହୁଦୀମାନଙ୍କର ଉପକାର ପାଇଁ ବହୁତ କିଛି କରୁଥିଲେ ଓ ଅବିରତ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ। See the chapterପବିତ୍ର ବାଇବଲ2 ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। See the chapter |