ପ୍ରେରିତ 2:28 - ଓଡିଆ ବାଇବେଲ28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ । See the chapterପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।ʼ See the chapterପବିତ୍ର ବାଇବଲ (CL) NT (BSI)28 ତୁମେ ମୋତେ ଜୀବନର ପଥ ଦେଖାଇ ଅଛ ଓ ତୁମ ଉପସ୍ଥିତି ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’” See the chapterପବିତ୍ର ବାଇବଲ28 ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ। ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’ See the chapter |