ପ୍ରେରିତ 2:7 - ଓଡିଆ ବାଇବେଲ7 ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ? See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେମାନେ ଆଚମ୍ଵିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଅଛନ୍ତି, ସେମାନେ କଅଣ ଗାଲିଲୀୟ ନୁହନ୍ତି? See the chapterପବିତ୍ର ବାଇବଲ (CL) NT (BSI)7 ହତବୁଦ୍ଧି ଓ ବିସ୍ମିତ ହୋଇ ସେମାନେ ପଚାରିଲେ, “ଏ ପ୍ରକାର କଥା କହୁଥିବା ଏ ଲୋକମାନେ କ’ଣ ଗାଲିଲୀୟ ନୁହଁନ୍ତି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି? See the chapterପବିତ୍ର ବାଇବଲ7 ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? See the chapter |