ପ୍ରେରିତ 2:9 - ଓଡିଆ ବାଇବେଲ9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ, See the chapterପବିତ୍ର ବାଇବଲ (Re-edited) - (BSI)9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି ମେସପତାମିଆ, ଯିହୁଦା ଦେଶ ଓ କାପ୍ପାଦକିଆ, ପ; ଓ ଆସିଆ, See the chapterପବିତ୍ର ବାଇବଲ (CL) NT (BSI)9 ଆମ୍ଭେମାନେ ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି ମେପପଟାମିଆ, ଯିହୁଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିୟା, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ, See the chapterପବିତ୍ର ବାଇବଲ9 ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ, See the chapter |