ପ୍ରେରିତ 22:4 - ଓଡିଆ ବାଇବେଲ4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି । See the chapterପବିତ୍ର ବାଇବଲ (Re-edited) - (BSI)4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି। See the chapterପବିତ୍ର ବାଇବଲ (CL) NT (BSI)4 ମୁଁ ଏହି ମାର୍ଗ ଅନୁସରଣ କରୁଥିବା ଲୋକମାନଙ୍କ ଉପରେ ଅତ୍ୟାଚାର କରି ସେମାନଙ୍କୁ ପ୍ରାଣରେ ମାରି ଦେଉଥିଲି। ସ୍ତ୍ରୀ ପୁରୁଷ ସମସ୍ତଙ୍କୁ ବନ୍ଦୀ କରି କାରାଗାରରେ ନିକ୍ଷେପ କରୁଥିଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି। See the chapterପବିତ୍ର ବାଇବଲ4 ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି। See the chapter |