ପ୍ରେରିତ 3:2 - ଓଡିଆ ବାଇବେଲ2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା । ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ । See the chapterପବିତ୍ର ବାଇବଲ (Re-edited) - (BSI)2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା; ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ଵାରରେ ରଖିଦେଉଥିଲେ। See the chapterପବିତ୍ର ବାଇବଲ (CL) NT (BSI)2 ସେଠାରେ “ସୁନ୍ଦର” ନାମକ ଦ୍ୱାର ପାଖରେ ଜଣେ ଲୋକ ଥିଲା। ସେ ଜନ୍ମରୁ ଛୋଟା। ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ପାଇଁ ପ୍ରତିଦିନ ସେ ଦ୍ୱାର ପାଖକୁ ବୁହା ହୋଇ ଯାଉଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ। See the chapterପବିତ୍ର ବାଇବଲ2 ସେମାନେ ଉପାସନା ମନ୍ଦିର ପରିସର ମଧ୍ୟରେ ଯାଉଥିବା ସମୟରେ ଜଣେ ଲୋକ ସେଠାରେ ଥିଲା। ସେ ଜନ୍ମରୁ ପଙ୍ଗୁ ହୋଇଥିବାରୁ ଗ୍ଭଲିପାରୁ ନ ଥିଲା। ସେମାନେ ତାହାକୁ ସବୁଦିନ ମନ୍ଦିରରୁ ‘ସୁନ୍ଦର ଫାଟକ’ ପାଖରେ ବସେଇ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା। See the chapter |