ପ୍ରେରିତ 3:8 - ଓଡିଆ ବାଇବେଲ8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା । See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ ସେ କୁଦାମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି ଈଶ୍ଵରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା। See the chapterପବିତ୍ର ବାଇବଲ (CL) NT (BSI)8 ସେ କୁଦାମାରି ଉଠି ଠିଆ ହେଲା ଓ ଚାଲିବାକୁ ଲାଗିଲା। ତା’ପରେ ସେ ଚାଲୁ ଚାଲୁ, କୁଦା ମାରୁ ମାରୁ ଏବଂ ଈଶ୍ୱରଙ୍କ କରୁ କରୁ ସେମାନଙ୍କ ସଙ୍ଗେ ମନ୍ଦିରକୁ ଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା। See the chapterପବିତ୍ର ବାଇବଲ8 ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା। See the chapter |