ପ୍ରେରିତ 8:7 - ଓଡିଆ ବାଇବେଲ7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ । See the chapterପବିତ୍ର ବାଇବଲ (Re-edited) - (BSI)7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ। See the chapterପବିତ୍ର ବାଇବଲ (CL) NT (BSI)7 ଅନେକ ଲୋକଙ୍କଠାରୁ ପ୍ରେତାତ୍ମାମାନେ ଚିକ୍ରାର କରି ବାହାରି ଗଲେ, ଅନେକ ପକ୍ଷାଘାତ ରୋଗୀ ଓ ପଙ୍ଗୁମାନେ ସୁସ୍ଥ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ। See the chapterପବିତ୍ର ବାଇବଲ7 ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲିପ୍ପଙ୍କ ଦ୍ୱାରା ଆରୋଗ୍ୟ ହେଲେ। See the chapter |